Masthead

ପୂର୍ବ ଅପେକ୍ଷା ବଡ ବଜେଟ୍ ଆଣୁଛନ୍ତି ମୋହନ ସରକାର

ପୁରୀ (ବଡ଼ ଖବର ବ୍ୟୁରୋ): ଆସନ୍ତା ୨୫ ତାରିଖରେ ବଜେଟ୍ ଆଣିବାକୁ ଯାଉଛି ମୋହନ ସରକାର । ଆଉ ଏଥର ପୂର୍ବ ଅପେକ୍ଷା ବଡ ବଜେଟ୍ ଆଣୁଛନ୍ତି ମୋହନ ସରକାର । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ମନ୍ତ୍ରୀ ପରିଷଦ ବୈଠକରେ ନିଷ୍ପତ୍ତି ହୋଇଛି । ସୂଚନା ମୁତାବକ, ଏଥରର ଓଡ଼ିଶା ବଜେଟର ଆକାର ତିନି ଲକ୍ଷ କୋଟି ଛୁଇଁପାରେ ।

ପୂର୍ଣ୍ଣାଙ୍ଗ ବଜେଟ୍ ଚିଠା ପ୍ରସ୍ତାବ ଉପରେ ମୋହର ବାଜିଥିବା ନେଇ ସୂଚନା ମିଳିଛି । ଆସନ୍ତା ୨୨ ତାରିଖରୁ ବିଧାନସଭା ଅଧିବେଶନ ଆରମ୍ଭ ହେବାକୁ ଯାଉଛି । ଏଥର ଅଧିବେଶନରେ ମୋହନ ସରକାର ନିଜର ପ୍ରଥମ ବଜେଟ୍ ଆଣିବ । ୨୩ ତାରିଖରେ ଉପ-ବାଚସ୍ପତି ନିର୍ବାଚନ ପାଇଁ ଘୋଷଣା ଓ ୨୫ ତାରିଖରେ ବଜେଟ୍ ଆଗତ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ