Masthead

ଏଥର ହେବନି ‘ତାଜ ମହୋତ୍ସବ’

ନୂଆଦିଲ୍ଲୀ : ଫେବୃଆରୀ ୧୮ ରୁ ଆରମ୍ଭ ହେବାକୁ ଥିବା ୧୦ ଦିନିଆ ବାର୍ଷିକ ସାଂସ୍କୃତିକ କାର୍ଯ୍ୟକ୍ରମ ‘ତାଜ ମହୋତ୍ସବ’କୁ ବାତିଲ କରାଯାଇଛି । ପ୍ରତିବର୍ଷ ବିଭିନ୍ନ ବର୍ଗର ପର୍ଯ୍ୟଟକ ତଥା ତାଜମହଲ ନିକଟରେ ଅବସ୍ଥିତ ଶିଳ୍ପାଗ୍ରାମ କମ୍ପ୍ଲେକ୍ସରେ ନିଜର କଳା ପ୍ରଦର୍ଶନ କରିବାକୁ ଦେଶର ବିଭିନ୍ନ ସ୍ଥାନରୁ କାରିଗରମାନେ ଆସିଥାନ୍ତି । ଏହି କାର୍ଯ୍ୟକ୍ରମକୁ ବାତିଲ କରାଯିବାରୁ ଆଗ୍ରା ପର୍ଯ୍ୟଟକ ନିରାଶ ହୋଇଛନ୍ତି । କରୋନା ମହାମାରୀ ଯୋଗୁଁ ଚଳିତ ବର୍ଷ ୧୦ ଦିନିଆ କାର୍ଯ୍ୟକ୍ରମ କରିବା ସମ୍ଭବ ନୁହେଁ କହିଛନ୍ତି ବିଭାଗୀୟ କମିଶନର ଅନିଲ କୁମାର । ଗତ ୨୪ ଘଣ୍ଟା ମଧ୍ୟରେ ନଅଟି ପଜିଟିଭ ରିପୋର୍ଟ ମିଳିଥିଲା । ଯାହା ୧୦,୩୪୮କୁ ବୃଦ୍ଧି ହୋଇଥିବାବେଳେ ୧୭୧ ଜଣଙ୍କର ମୃତ୍ୟୁ ଘଟିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା