Masthead

ସଲମାନଙ୍କୁ ପୁଣି ହତ୍ୟା ଧମକ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ):  ଫିଲ୍ମ ରିଲିଜ ପୂର୍ବରୁ ପୁଣି ଭାଇଜାନଙ୍କୁ ହତ୍ୟା ଧକମ । ରାକ୍ଷୀଙ୍କ ଠାରୁ ଦୂରେଇ ରହିବା ପାଇଁ ଦିଆଯାଇଛି ଚେତାବନୀ । ବଲିଉଡ ଅଭିନେତା ସଲମାନ ଖାନ ଏବେ ତାଙ୍କ ଅପକମିଙ୍ଗ ଫିଲ୍ମ ‘କିସି କା ଭାଇ କିସି କି ଜାନ’ର ସୁଟିଂରେ ବ୍ୟସ୍ତ ଅଛନ୍ତି । ଏହି ଫିଲ୍ମ ରିଲିଜ ନ ହେବା ପୂର୍ବରୁ ସଲମାନଙ୍କ ଆସିଛ ହତ୍ୟା ଧମକ । ରାକ୍ଷୀ ସାୱନ୍ତ ଇଟାଇମ୍ସ ସହ ହୋଇଥିବା ବାର୍ତ୍ତାଳାପରେ ନିଶ୍ଚିତ କରିଛନ୍ତି, ତାଙ୍କୁ ଏହି ଘଟଣାରୁ ଦୂରେଇ ରହିବାକୁ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗରୁ ଧମକ ଆସିଛି।

ରାଖୀ ସାୱନ୍ତ ପାପାରାଜି ସାମ୍ନାରେ ମେଲ ପଢିଥିଲେ। ଯେଉଁଥିରେ ଲେଖାଅଛି, ରାଖୀ ତୁମ ସହିତ ଆମର ଶତ୍ରୁତା ନାହିଁ, ହେଲେ ସଲମାନ ଖାନଙ୍କ ମାମଲାରେ ଜଡିତ ହୁଅ ନାହିଁ। ଅନ୍ୟଥା, ଆପଣ ଅନେକ ସମସ୍ୟାର ସମ୍ମୁଖୀନ ହେବେ। ତୁମ ଭାଇ ସଲମାନ ଖାନଙ୍କୁ ମୁମ୍ବାଇରେ ହତ୍ୟା କରିବୁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ