Masthead

ମ୍ୟାଚ୍ ପୂର୍ବରୁ ଧମକ…ଷ୍ଟାଡିୟମରେ ଘଟିବ ବଡ଼ ଅଘଟଣ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ସେମି ଫାଇନାଲ ମ୍ୟାଚ ପୂର୍ବରୁ ଧମକ । ବଡ଼ ଧରଣର ଅଘଟଣ ଘଟାଇବା ପାଇଁ ଚାଲିଛିି ଯୋଜନା । ମୁମ୍ବାଇ ପୋଲିସର ହଜିଛଇ ନିଦ । ଆଜି ସେମିଫାଇନାଲ । ନ୍ୟୁଜିଲାଣ୍ତ ଓ ଭାରତ ମଧ୍ୟରେ ହେବ କଡା ଟକ୍କର । ତେବେ ଏହାରି ମଧ୍ୟରେ ଧମକ ପୂର୍ଣ୍ଣ ଟ୍ୱିଟ ମୁମ୍ବାଇ ପୋଲିସର ନିଦ ହଜାଇ ଦେଇଛି । ଭାରତ ନ୍ୟୁଜିଲାଣ୍ତ ମ୍ୟାଚ ପୂର୍ବରୁ ସୋସିଆଲ ମିଡ଼ିଆ ଏକ୍ସରେ ଧମକପୂର୍ଣ୍ଣ ଟ୍ୱିଟ । ମୁମ୍ବାଇ ପୋଲିସର ଟ୍ୱିଟର ଆକାଉଣ୍ଟକୁ ଟ୍ୟାଗ କରି ଧମକ ଦେଇଛି ସନ୍ଦିଗ୍ଧ ।

ୱାଙ୍ଖଡେ ଷ୍ଟାଡିୟମରେ ବଡ଼ ଧରଣର ଅଘଟଣର ଚେତାବନୀ ମିଳିଛି । ବନ୍ଧୁକ, ଗୁଳି ଓ ହ୍ୟାଣ୍ତ ଗ୍ରେନେଡ ସହ ମୁମ୍ବାଇ ପୋଲିସର ଏକ୍ସ ଆକାଉଣ୍ଟକୁ ଟ୍ୟାଗ କରିଛି ସନ୍ଦିଗ୍ଧ । ତେବେ ଆକାଉଣ୍ଟର ପ୍ରକୃତ ସୋର୍ସ କେଉଁଠି ତାହା ବର୍ତ୍ତମାନ ପର୍ୟ୍ୟନ୍ତ ଜଣା ପଡ଼ି ନାହିଁ । ଏଭଳି ଧମକପୂର୍ଣ୍ଣ ଟ୍ୱିଟ ପାଇବା ପରେ ୱାଙ୍ଖଡେରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରି ଦିଆ ଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା