Masthead

ଶରଧାବାଲିରେ ତିନି ରଥ

ପୁରୀ(ବଡ଼ ଖବର ବ୍ୟୁରୋ): ଶରଧାବାଲିରେ ତିନି ରଥ । କାଲି ପହଞ୍ଚିଥିଲା ବଳଭଦ୍ରଙ୍କ ରଥ । ଆଜି ପ୍ରଭୁ ଜଗନ୍ନାଥ ଓ ମାଆ ସୁଭଦ୍ରାଙ୍କ ରଥ ଯାଇ ଲାଗିଛି ଶରଧାବାଲିରେ । ରଥରୁ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ । ରଥ ପହଞ୍ଚିବା ପୂର୍ବରୁ ମହାପ୍ରଭୁଙ୍କର ସମସ୍ତ ନୀତିକାନ୍ତି ହୋଇଥିଲା । ଆସନ୍ତାକାଲି ଜନ୍ମବେଦୀକୁ ଯିବେ ଶ୍ରୀଜିଉ । ସେପଟେ ଠାକୁରଙ୍କୁ ଦେଖି ଭକ୍ତ ବିଭୋର । ଜନସମୁଦ୍ର ପାଲଟିଛି ଶରଧାବାଲି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ