Masthead

ଯମୁନାରେ ବୁଡ଼ି ୩ ଶିଶୁଙ୍କର ମୃତ୍ୟୁ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଯମୁନାରେ ବୁଡ଼ି ୩ ଶିଶୁଙ୍କର ମୃତ୍ୟୁ । ନର୍ଥ ଦିଲ୍ଲୀର ତିମାରପୁର ଥାନା ଅଞ୍ଚଳରେ ଏହି ଦୁଃଖଦାୟକ ଘଟଣା ଘଟିଛି । ସକାଳୁ ସକାଳୁ ୱଜିରାବାଦ୍ ଅଞ୍ଚଳରେ ୪ ଶିଶୁ ଗାଧୋଇବା ପାଇଁ ନଦୀକୁ ଯାଇଥିଲେ । ଏତିକି ବେଳେ ତିନି ଜଣ ବୁଡ଼ିଯାଇଥିଲେ । ଏନେଇ ପୋଲିସକୁ ଖବର ଦିଆଯିବା ପରେ ପୋଲିସ ଏବଂ ଅଗ୍ନିଶମବାହିନୀ ପହଞ୍ଚି ୩ ଜଣଙ୍କର ଶବ ଉଦ୍ଧାର କରିଥିଲେ । ସମସ୍ତ ମୃତକ ଭଜନପୁରା ଅଞ୍ଚଳର । ପୋଲିସ ଶବର ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା