Masthead

ତିନି ହାର୍ଡକୋର ମାଓବାଦୀ ନିହତ

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ମାଲକାନଗିରି ଛତିଶଗଡ଼ ସିମାନ୍ତ କାଙ୍କେର ଜିଲ୍ଲାର ତିରିୟାପାରି ଜଙ୍ଗଲରେ ସୁରକ୍ଷା କର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଜୋରଦାର ଗୁଳିବିନିମୟ ହୋଇଛି । ଏନକାଉଣ୍ଟର ରେ ଜଣେ ମହିଳା ମାଓ ନେତ୍ରୀଙ୍କ ସମେତ ତିନି ଜଣ ହାର୍ଡକୋର ମାଓବାଦୀ ନିହତ ହୋଇଛନ୍ତି ।

ଘଟଣା ସ୍ଥଳରୁ ବନ୍ଧୁକ ସହ ବିପୁଳ ପରିମାଣର ବିସ୍ପୋରକ ସାମଗ୍ରୀ ଜବତ କରିଛନ୍ତି ସୁରକ୍ଷାକର୍ମୀ । STF, DRG ଏବଂ CRPF ବାହିନୀର ଜବାନ ଙ୍କ ମିଳିତ ଅପରେସନ ବେଳେ ଏହି ସଫଳତା ମିଳିଛି । ଏନକାଣ୍ଟର ପରେ ସେଠାରେ ସର୍ଚ୍ଚ ଅପରେସନ ଜାରି ରହିଛି ବୋଲି ଚାଲିଥିବା ନେଇ ସୁଚନା କାଙ୍କେର ଏସପି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ