Masthead

ଭାରସାମ୍ୟ ହରାଇ ଗଛକୁ ପିଟିଲା କାର, ୩ ଜଣଙ୍କ ମୃତ୍ୟୁ

ରାଇଘର(ବଡ଼ ଖବର ବ୍ୟୁରୋ): ଉମରକୋଟ ବାସିନୀ ଛକରେ ମର୍ମନ୍ତୁଦ ଦୁର୍ଘଟଣା । ଭାରସାମ୍ୟ ହରାଇ ଗଛକୁ ପିଟିଲା କାର, ୩ ଜଣଙ୍କ ମୃତ୍ୟୁ । ବିବାହ ଉତ୍ସବରେ ଯୋଗ ଦେଇ ଫେରୁଥିବା ବେଳେ ଅଘଟଣ ଘଟିଛି । ଗୁରୁତରଙ୍କୁ କୋରାପୁଟ ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ଏହି ଦୁର୍ଘଟଣାରେ ଜଣେ ମହିଳା ଗୁରୁତର ହୋଇଥିବା ସୂଚନା ମିଳିଛି । ଗତକାଲି ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ମୃତକଙ୍କ ମଧ୍ୟରୁ ଦୁଇ ଜଣ ରାଇଘର ବ୍ଲକ ଛତାବେଡ଼ା ଓ ସୋନପୁର ଗାଁର ହୋଇଥିବା ବେଳେ ଜଣେ ଉମରକୋଟ ବ୍ଲକ ଅଞ୍ଚଳା ଗାଁର ବୋଲି ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ