Masthead

ଏନକାଉଣ୍ଟରେ ୩ ହାର୍ଡକୋର ମାଓବାଦୀ ନିହତ

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ପୁଣି ପୋଲିସକୁ ବଡ଼ ସଫଳତା । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ । କରିଗୁଟା ଜଙ୍ଗଲରେ ପୋଲିସ ଏନକାଉଣ୍ଟରରେ ତିନି ହାର୍ଡ କୋର ମାଓବାଦୀ ନିହତ । ଘଟଣା ସ୍ଥଳରୁ ଗୋଟିଏ LMG, ଗୋଟିଏ AK47 ବନ୍ଧୁକ ସହ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ କରିଛି ପୋଲିସ ।

ଏନେଇ ବିଜାପୁର ଜିଲ୍ଲା ଏସ୍‌ପି ଜିତେନ୍ଦ୍ର ଯାଦବ ସୂଚନା ଦେଇଛନ୍ତି। ଏସପି ଯାଦବଙ୍କ ସୂଚନା ଅନୁସାରେ, ଆଜି ବିଜାପୁର କରିଗୁଟା ଜଙ୍ଗଲରେ ସୁରକ୍ଷାକର୍ମୀମାନେ ସର୍ଚ୍ଚ ଅପରେସନ କରୁଥିରେ। ଏହି ସମୟରେ ମାଓବାଦୀମାନେ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳିମାଡ଼ କରିଥିଲେ। ସୁରକ୍ଷାକର୍ମୀଙ୍କ ପାଲଟା ଆକ୍ରମଣରେ ୩ ମାଓବାଦୀ ନିପାତ ହୋଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ