Masthead

ଯବାନଙ୍କ ଗୁଳିରେ ୩ ମାଓବାଦୀ ନିହତ, ସର୍ଚ୍ଚ ଅପରେସନ ଜାରି

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ଯବାନଙ୍କ ଗୁଳିରେ ୩ ମାଓବାଦୀ ନିହତ । ୨ଜଣ ମହିଳା ଥିବା ସୂଚନା । ମାଥିଲି ତୁଳସୀ ପାହାଡ଼ରେ ଗୁଳି ବିନିମୟ ବେଳେ ୩ ମାଓବାଦୀ ନିହତ ହୋଇଛନ୍ତି । ଏନେଇ ମାଲକାନାଗିରି ଏସପି ସୂଚନା ଦେଇଛନ୍ତି । ମାଲକାନଗିରି ଡିଭିଏଫ ଓ ଏସଓଜି ବାହିନୀ ପକ୍ଷରୁ କୁମ୍ବିଂ ଅପରେସନ ଲଞ୍ଚ କରାଯାଇଥିଲା।

ଯବାନଙ୍କୁ ଦେଖି ମାଓବାଦୀମାନେ ପ୍ରଥମେ ଗୁଳିଚାଳନା କରିବାରୁ ଯବାନମାନେ ମଧ୍ୟ ପାଲଟା ଆକ୍ରମଣ କରିଥିଲେ । ଏଥିରେ ଜଣେ ମାଓନେତା ମୃତ୍ୟୁ ବରଣ କରିଥିବା ବେଳେ ଗୋଟିଏ ବନ୍ଧୁକ ସହ ୬୦ ଗୁଳି ଜବତ ହୋଇଛି । ବର୍ତ୍ତମାନ ମଧ୍ୟ ସମ୍ପୃର୍କ୍ତ ଅଞ୍ଚଳରେ ଉଭୟ ପକ୍ଷ ମଧ୍ୟରେ ଗୁଳି ବିନିମୟ ଜାରି ରହିଥିବା ଜଣାପଡ଼ିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା