Masthead

ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା, ତଦନ୍ତ କରି ଫେରିଲେ ତିନିଜଣିଆ କମିଟି

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ଫକୀର ମୋହନ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା । କଲେଜରୁ ତଦନ୍ତ କରି ଫେରିଲେ ତିନିଜଣିଆ କମିଟି । ଇଣ୍ଟରନାଲ କମ୍ପେଲନ ରିପୋର୍ଟ ଅନୁସାରେ ତଦନ୍ତ ହୋଇଥିବା କହିଲେ କମିଟି ମୁଖ୍ୟ । ଆବଶ୍ୟକ ପଡ଼ିଲେ ପୁଣି ତଦନ୍ତ ପାଇଁ କମିଟି ଆସିବ । ସେପଟେ କ୍ରାଇମବ୍ରାଞ୍ଚ ୨ ଜଣିଆ ଟିମ୍ କଲେକରେ ପହଂଚି ତଦନ୍ତ କରୁଛି ।

୩ ଘଣ୍ଟାରୁ ଉର୍ଦ୍ଧ୍ବ ସମୟ ଧରି ତଦନ୍ତ କରି ଫେରିଲେ କ୍ରାଇମବ୍ରାଞ୍ଚର ୱେମେନ୍ ୱିଂ ଟିମ। ପ୍ରାଥମିକ ପର୍ଯ୍ୟାୟରେ ନିଜ ଆଡୁ ତଦନ୍ତ ଆରମ୍ଭ କରିଛି ଟିମ୍ । ନିଲମ୍ବିତ ପ୍ରିନ୍ସିପାଲଙ୍କ ସମେତ ଅନ୍ୟ ଆଇସିସି କମିଟିକୁ ତଦନ୍ତ ପରିସରଭୁକ୍ତ କରାଯାଇଥିବା ବେଳେ ଆଜି ପ୍ରାଥମିକ ତଦନ୍ତ ସାରି ଫେରିଛନ୍ତି ୨ ଜଣିଆ ଟିମ୍ । ପୁନର୍ବାର ସମସ୍ତଙ୍କୁ ଡକାଯାଇ ତଦନ୍ତ ପରିସରଭୁକ୍ତ କରାଯିବ । ପ୍ରାଥମିକ ପର୍ଯ୍ୟାୟର ତଦନ୍ତ ରିପୋର୍ଟ ହେଡ ଡିପାର୍ତ୍ମେଣ୍ଟକୁ ଅବଗତ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ