Masthead

କାଲି ଶପଥ ନେବେ ତିନି ମନ୍ତ୍ରୀ

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ):ଆସନ୍ତାକାଲି ଶପଥ ନେବେ ୩ ମନ୍ତ୍ରୀ । ବିକ୍ରମ କେଶରୀ ଆରୁଖ, ଶାରଦା ନାୟକ ଓ ସୁଦାମ ମାରାଣ୍ଡି ମନ୍ତ୍ରୀ ଭାବେ ଶପଥ ନେବେ । ଏହି ୩ନେତାଙ୍କୁ ମିଳିବ କ୍ୟାବିନେଟ୍ ପାହ୍ୟା । ଲୋକସେବା ଭବନରେ ଆୟୋଜିତ ହେବ ଶପଥ ଗ୍ରହଣ ଉତ୍ସବ । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ନୂତନ ମନ୍ତ୍ରୀଙ୍କୁ ଶପଥପାଠ କରାଇବେ । ସକାଳ ୯ଟା ୫୦ରେ ଆୟୋଜିତ ହେବ ଶପଥ ଗ୍ରହଣ ଉତ୍ସବ ।

ବିକ୍ରମ କେଶରୀ ଆରୁଖ, ଶାରଦା ନାୟକ ଓ ସୁଦାମ ମାରାଣ୍ଡିଙ୍କୁ କେଉଁ ବିଭାଗ ମିଳିବ ଜଣାପଡି ନାହିଁ । ତେବେ ବାଚସ୍ପତି କିଏ ହେବ ତାହା ମଧ୍ୟ ସ୍ପଷ୍ଟ ହୋଇ ନାହିଁ । ୧୧ ମାସ ତଳେ ମନ୍ତ୍ରୀମଣ୍ଡଳରେ ବିଭାଗ ଅଦଳବଦଳ ହୋଇଥିଲା ।

୩ଜଣ କ୍ୟାବିନେଟ୍ ମନ୍ତ୍ରୀ ଶପଥ ନେବାକୁ ଥିବାରୁ ୭ବିଭାଗରେ ଅଦଳବଦଳ ହେବ । ମନ୍ତ୍ରୀଙ୍କ ତାଲିକା ଧରି ସିଏମ୍ଓ ଅଧିକାରୀମାନେ ରାଜଭବନରେ ପହଞ୍ôଚଛନ୍ତି । ରାଜ୍ୟପାଳ ମନ୍ତ୍ରୀ ତାଲିକାରେ ମୋହର ମାରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ