Masthead

ଟଳିଲେ ୩ ନକ୍ସଲ

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ସୁକୁମାରେ ଏନକାଉଣ୍ଟର । ଏନକାଉଣ୍ଟରରେ ୩ ମାଓବାଦୀ ନିପାତ । ଚିନ୍ତାଗୁଫା ଜଙ୍ଗଲରେ ପୋଲିସ-ମାଓବାଦୀ ଗୁଳି ବିନିମୟ । ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ ଜାରି । ମୃତକଙ୍କ ମଧ୍ୟରେ ହାର୍ଡକୋର ମାଓବାଦୀ ଥିବା ନେଇ ସୂଚନା ମିଳିଥିବା ବେଳେ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ ହୋଇଛି । ସର୍ଚ୍ଚ ଅପରେସନ୍ ଜାରି ରହିଛି। ସୂଚନା ଅନୁଯାୟୀ, ଛତିଶଗଡ଼ ଚିନ୍ତାଗୁମ୍ଫା ଜଙ୍ଗଲରେ ମାଓବାଦୀମାନେ ମେଳି କରୁଥିଲେ ସୂଚନା ମିଳିଥିଲା। ଯାହା ସଂପର୍କରେ ଗୁଇନ୍ଦା ସୂଚନା ପାଇଥିଲା ସୁରକ୍ଷାକର୍ମୀ ।

ଏହାପରେ ସୁରକ୍ଷାକର୍ମୀ, ଡିଆର୍‌ଜି, ସିଆର୍‌ପିଏଫ୍ ଯବାନଙ୍କ ପକ୍ଷରୁ ଆରମ୍ଭ ହୋଇଥିଲା ଅପେରସେନ । ସୁରକ୍ଷାକର୍ମୀ ପୂରା ଅଞ୍ଚଳକୁ ଘେରିଥିବା ଦେଖି ମାଓବାଦୀମାନେ ଗୁଳିଚାଳନା କରିଥିଲେ । ପ୍ରାୟ ଦୁଇ ଘଣ୍ଟାରୁ ଅଧିକ ସମୟ ଧରି ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଜାରି ହୋଇଥିଲା । ଏପିରିକି ମାଓବାଦୀମାନେ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ। ପରେ ଯବାନଙ୍କ ପକ୍ଷରୁ ପୂରା ଅଞ୍ଚଳରେ ଆରମ୍ଭ ହୋଇଥିଲା ସର୍ଚ୍ଚ ଅପରେସନ । ଯେଉଁଥିରେ ସୁରକ୍ଷାକର୍ମୀଙ୍କୁ ତିନି ଜଣ ମାଓବାଦୀଙ୍କ ମୃତଦେହ ମିଳିଥିବା ବେଳେ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ମିଳିଛି । ତିନୋଟି ବନ୍ଧୁକ ମଧ୍ୟ ଘଟଣାସ୍ଥଳରୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା