ଶପଥ ନେଲେ ରାଜ୍ୟର ତିନି ନୂଆ ମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଶପଥ ନେଲେ ତିନି ନୂଆ ମନ୍ତ୍ରୀ । ସକାଳ ୯.୫୦ ରେ ଶପଥ ନେଲେ ରାଜ୍ୟର ତିନି ନୂଆ ମନ୍ତ୍ରୀ । ଶପଥ ପାଠ କରାଇଛନ୍ତି ପ୍ରଫେସର ଗଶେଶୀ ଲାଲ । ଲୋକସେବା ଭବନରେ ଏହି ଶପଥ ଉତ୍ସବ ଅନୁଷ୍ଠିତ ହୋଇଛି । ପ୍ରଥମେ ବିକ୍ରମ କେଶରୀ ଆରୁଖ ଶପଥ ନେଇଥିଲେ । ତାଙ୍କ ପଛକୁ ସୁଦାମ ମାରାଣ୍ଡି ଶେଷରେ ସାରଦା ପ୍ରସାଦ ନାୟକ ଶପଥ ନେଇଥିଲେ । ହେଲେ କାହାକୁ କେଉଁ ବିଭାଗ ମିଳିବ ତାହା ଏଯାଏଁ ସ୍ପଷ୍ଟ ହୋଇ ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ