Masthead

ଟ୍ରେନିଂ ବେଳେ ଜଳିଗଲେ ୩ ଯବାନ

ଜୟପୁର (ବଡ଼ ଖବର ): ରାଜସ୍ଥାନର ଶ୍ରୀ ଗଙ୍ଗନଗରରେ ସେନା ଟ୍ରେନିଂ ସମୟରେ ଅଘଟଣ । ଦୁର୍ଘଟଣାରେ ପୋଡିହୋଇ ତିନିଜଣ ସୈନିକ ମୃତ୍ୟୁ ବରଣ କରିଥିବା ବେଳେ ପାଞ୍ଚଜଣ ଗୁରୁତର ଆହତ ହୋଇଛନ୍ତି  । ଡିଫେନ୍ସ  ପ୍ରୋ ଲେଫ୍ଟ କୋଲ ଅମିତାଭ ଶର୍ମା କହିଛନ୍ତି ଯେ ରାତି ତାଲିମ କାର୍ଯ୍ୟ ସମୟରେ ଗୋପାଳସର ନିକଟରେ ଏହି ଘଟଣା ଘଟିଛି।

ଶର୍ମା କହିଛନ୍ତି ଯେ ଗୁରୁବାର ଭୋର ସମୟରେ ଯବାନଙ୍କୁ ଧରି ସେନାର ଗୋଟିଏ ଗାଡ଼ି ଯାଉଥିଲା। ତେବେ ରାଜିୟାସର ନିକଟରେ ହଠାତ୍ ଏହା ଭାରସାମ୍ୟ ହରାଇ ରାସ୍ତାରେ ଓଲଟି ପଡ଼ିଥିଲା। ଗାଡ଼ିଟି ଓଲଟି ପଡ଼ିବାରୁ ଏଥିରେ ନିଆଁ ଲାଗି ଯାଇଥିଲା। ଏଥିରେ ତିନିଜଣ ସୈନିକ ମୃତ୍ୟୁ ବରଣ କରିଥିବା ବେଳେ ଅନ୍ୟ ପାଞ୍ଚଜଣ ଗୁରୁତର ଆହତ ହୋଇଛନ୍ତି  । ଆହତମାନଙ୍କୁ ଏମ୍.ଏ ସୁରଟଗଡରେ ଭର୍ତ୍ତି କରାଯାଇଛି। ଏଥିରେ ସମ୍ପୃକ୍ତ ଥିବା ସମସ୍ତ ଜବାନ ବାଥିଣ୍ଡାର ୪୭-ଏଡି ୟୁନିଟର  । ଶର୍ମା କହିଛନ୍ତି ଯେ ନିୟମିତ ଅଭ୍ୟାସ ସମୟରେ ସୈନିକମାନଙ୍କୁ ବିଭିନ୍ନ କାର୍ଯ୍ୟ ଦିଆଯାଉଥିବା ବେଳେ ଏହି ଅଘଟଣ ଘଟିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ