Masthead

ଗାଧୋଇବାବେଳେ ବୁଡିଗଲେ ତିନି ଛାତ୍ର

ଜଗତସିଂହପୁର (ବଡ଼ ଖବର ବ୍ୟୁରୋ): ଜଗତସିଂହପୁର ଜିଲ୍ଲା ବାଲିକୁଦା ବ୍ଲକ୍ ମାଛଗାଁ ଦେବୀ ନଦୀ ଘାଟରେ ବୁଡିଗଲେ ତିନି ଛାତ୍ର । ସକାଳ ସମୟରେ ଚାରିଜଣ ସାଙ୍ଗ ଆମ୍ବଶାଳ ଅଞ୍ଚଳରୁ ଆସି ନଦୀରେ ଗାଧୋଇବାବେଳେ ଏଭଳି ଅଘଟଣ ଘଟିଥିବା କୁହାଯାଉଛି । ଜଣେ ସାଙ୍ଗ କୌଣସି ଉପାୟରେ କୂଳକୁ ଚାଲିଆସିଥିବା ବେଳେ ଅନ୍ୟ ତିନିଜଣ ସାଙ୍ଗ ନଦୀରେ ବୁଡି ନିଖୋଜ ହୋଇଛନ୍ତି ।

ସେମାନଙ୍କୁ ବାଲିକୁଦା ଅଗ୍ନିଶମ ବିଭାଗ ପକ୍ଷରୁ ଖୋଜାଖୋଜି କରାଯାଉଛି । ନିଖୋଜ ଥିବା ଯୁବକ ହେଲେ ଆମ୍ବଶାଳ ଗ୍ରାମର କ୍ଷୀର ବାରିକଙ୍କ ପୁତ୍ର ବବୁଲ ବାରିକ ଓ ତାଙ୍କ ସହିତ ଭୁବନେଶ୍ଵରରୁ ଆସିଥିବା ଦୁଇଜଣ ସାଙ୍ଗ । ଯାହାଙ୍କର ପରିଚୟ ମିଳିପାରିନାହିଁ । ସେପଟେ ବବୁଲ ବାରିକଙ୍କ ମୃତଦେହ ଅଗ୍ନିଶମ ବିଭାଗ ପକ୍ଷରୁ ଉଦ୍ଧାର କରାଯାଇଛି

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ