Masthead

ଗାଧୋଇବାବେଳେ ବୁଡିଗଲେ ତିନି ଛାତ୍ର

ଜଗତସିଂହପୁର (ବଡ଼ ଖବର ବ୍ୟୁରୋ): ଜଗତସିଂହପୁର ଜିଲ୍ଲା ବାଲିକୁଦା ବ୍ଲକ୍ ମାଛଗାଁ ଦେବୀ ନଦୀ ଘାଟରେ ବୁଡିଗଲେ ତିନି ଛାତ୍ର । ସକାଳ ସମୟରେ ଚାରିଜଣ ସାଙ୍ଗ ଆମ୍ବଶାଳ ଅଞ୍ଚଳରୁ ଆସି ନଦୀରେ ଗାଧୋଇବାବେଳେ ଏଭଳି ଅଘଟଣ ଘଟିଥିବା କୁହାଯାଉଛି । ଜଣେ ସାଙ୍ଗ କୌଣସି ଉପାୟରେ କୂଳକୁ ଚାଲିଆସିଥିବା ବେଳେ ଅନ୍ୟ ତିନିଜଣ ସାଙ୍ଗ ନଦୀରେ ବୁଡି ନିଖୋଜ ହୋଇଛନ୍ତି ।

ସେମାନଙ୍କୁ ବାଲିକୁଦା ଅଗ୍ନିଶମ ବିଭାଗ ପକ୍ଷରୁ ଖୋଜାଖୋଜି କରାଯାଉଛି । ନିଖୋଜ ଥିବା ଯୁବକ ହେଲେ ଆମ୍ବଶାଳ ଗ୍ରାମର କ୍ଷୀର ବାରିକଙ୍କ ପୁତ୍ର ବବୁଲ ବାରିକ ଓ ତାଙ୍କ ସହିତ ଭୁବନେଶ୍ଵରରୁ ଆସିଥିବା ଦୁଇଜଣ ସାଙ୍ଗ । ଯାହାଙ୍କର ପରିଚୟ ମିଳିପାରିନାହିଁ । ସେପଟେ ବବୁଲ ବାରିକଙ୍କ ମୃତଦେହ ଅଗ୍ନିଶମ ବିଭାଗ ପକ୍ଷରୁ ଉଦ୍ଧାର କରାଯାଇଛି

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ