Masthead

ଏନକାଉଣ୍ଟରରେ ୩ ଆତଙ୍କବାଦୀ ନିହତ

ଜମ୍ମୁକାଶ୍ମୀର (ବଡ଼ ଖବର ବ୍ୟୁରୋ): ପାକିସ୍ତାନ ଆତଙ୍କବାଦୀମାନେ ଭାରତରେ ଅନୁପ୍ରବେଶ କରି ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରୁଛନ୍ତି । ଆତଙ୍କବାଦୀଙ୍କ ଯୋଗୁଁ ସାଧାରଣଲୋକ ବିପଦରେ ପଡୁଥିବାବେଳେ ସୁରକ୍ଷାକର୍ମୀଙ୍କ ମଧ୍ୟରୁ ଅନେକ ସହିଦ ହେଉଛନ୍ତି । ଦକ୍ଷିଣ କାଶ୍ମୀରର ଶୋପିଆଁରେ ଚାଲିଥିବା ଏନକାଉଣ୍ଟରରେ ଏପର୍ଯ୍ୟନ୍ତ ୩ଜଣ ଅପରିଚିତ ଆତଙ୍କବାଦୀ ନିହତ ହୋଇଥିବାବେଳେ ୨ଜଣ ଯବାନ ଆହତ ହୋଇଛନ୍ତି।

ଶନିବାର ସନ୍ଧ୍ୟାରେ ଜମ୍ମୁକାଶ୍ମୀରର ଅନନ୍ତନାଗ ଓ ଶୋପିଆଁ ଜିଲ୍ଲାରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ଆରମ୍ଭ ହୋଇଥିଲା। ଘଟଣାସ୍ଥଳରୁ ପୁଲିସ ଗୋଟିଏ ଏକେ-୪୭ ଏବଂ ଗୋଟିଏ ପିସ୍ତଲ ଉଦ୍ଧାର କରିଛି। ୩ଜଣ ଆତଙ୍କବାଦୀ ନିହତ ହେବା ପରେ ଶୋପିଆଁରେ ଗୁଳି ଚଳାଚଳ ବନ୍ଦ ହୋଇଥିଲା । ଏପର୍ଯ୍ୟନ୍ତ ନିହତ ଆତଙ୍କବାଦୀମାନଙ୍କର ପରିଚୟ ଓ ସେମାନେ କେଉଁ ଆତଙ୍କବାଦୀ ସଙ୍ଗଠନର ସଦସ୍ୟ ବୋଲି ଜଣାପଡ଼ି ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆସିଲା ଯୁକ୍ତ ଦୁଇ ରେଜଲ୍ଟ 🔴 ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ 🔴 ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ 🔴 ଗରମରୁ ମିଳିବନି ନିସ୍ତାର, ଜାରି ହେଲା ହିଟ୍‌ ୱେଭ୍ 🔴 ଅନ୍ୟ ଜାତିରେ ବାହା ହେବାରୁ କୂଳରୁ ବାସନ୍ଦ 🔴 ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ 🔴 ବିଚ୍ ରାସ୍ତାରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଅପରାଧୀଙ୍କୁ ନାହିଁ ପୋଲିସର ଭୟ 🔴 ଆହୁରି ବଢ଼ିବ ତାତି 🔴 ବାଲି ମାଫିଆଙ୍କ ଘରେ ରେଡ 🔴 ଭିଜିଲାନ୍ସ ପଞ୍ଝାରେ ପ୍ରଧାନଶିକ୍ଷକ 🔴 ଆସିଲା ଯୁକ୍ତ ଦୁଇ ରେଜଲ୍ଟ 🔴 ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ 🔴 ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ 🔴 ଗରମରୁ ମିଳିବନି ନିସ୍ତାର, ଜାରି ହେଲା ହିଟ୍‌ ୱେଭ୍ 🔴 ଅନ୍ୟ ଜାତିରେ ବାହା ହେବାରୁ କୂଳରୁ ବାସନ୍ଦ 🔴 ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ 🔴 ବିଚ୍ ରାସ୍ତାରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଅପରାଧୀଙ୍କୁ ନାହିଁ ପୋଲିସର ଭୟ 🔴 ଆହୁରି ବଢ଼ିବ ତାତି 🔴 ବାଲି ମାଫିଆଙ୍କ ଘରେ ରେଡ 🔴 ଭିଜିଲାନ୍ସ ପଞ୍ଝାରେ ପ୍ରଧାନଶିକ୍ଷକ