ଆଜି ଦକ୍ଷିଣମୋଡ଼ ନେବ ଶ୍ରୀଜିଉଙ୍କ ତିନି ରଥ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ଦକ୍ଷିଣାମୋଡ଼ ହେବ ଶ୍ରୀଜିଉଙ୍କ ତିନି ରଥ । ରଥଯାତ୍ରା ଦିନଠାରୁ ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଅଟକି ରହିଥିବା ତିନି ରଥ ଆଜି ଦକ୍ଷିଣମୋଡ଼ ନେବେ। ନାକଚଣା ଦ୍ୱାର ସମ୍ମୁଖ ଶରଧାବାଲିକୁ ନିଆଯିବ ତିନିରଥ । ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ବାହୁଡ଼ାଯାତ୍ରା ପୂର୍ବପ୍ରସ୍ତୁତି ସ୍ୱରୂପ ତିନି ରଥକୁ ଦକ୍ଷିଣମୋଡ଼ ଦେଇ ସୁସଜ୍ଜିତ କରି ରଖାଯିବ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନୀତି ଚୂଡ଼ାନ୍ତ ହୋଇଛି।

ମଧ୍ୟାହ୍ନ ସାଢ଼େ ୧୨ଟାରେ ମହାପ୍ରଭୁଙ୍କ ଆଜ୍ଞାମାଳ ବିଜେ ପରେ ତିନି ରଥ ଦକ୍ଷିଣମୋଡ଼ ନେଇ ଶରଧାବାଲିରେ ବାହୁଡ଼ା ଯାତ୍ରା ପାଇଁ ପ୍ରସ୍ତୁତ ହୋଇ ରହିବେ। ପରମ୍ପରା ଅନୁଯାୟୀ, ପ୍ରଥମେ ମା’ ସୁଭଦ୍ରାଙ୍କ ଦର୍ପଦଳନ ରଥକୁ ଦକ୍ଷିଣ ମୋଡ଼ ପାଇଁ ଶରଧାବାଲିକୁ ନିଆଯିବ। ଏହା ପରେ ବଡଠାକୁରଙ୍କ ତାଳଧ୍ୱଜ ରଥ ଓ ଶେଷରେ ମହାପ୍ରଭୁଙ୍କ ନନ୍ଦିଘୋଷ ରଥକୁ ଟାଣି ଦକ୍ଷିଣମୁହାଁ କରି ରଖାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!