Masthead

ତିନି ଅଜ୍ଞାତ ଆତଙ୍କବାଦୀ ନିହତ

ଜାମ୍ମୁକାଶ୍ମୀର (ବଡ଼ ଖବର ବ୍ୟୁରୋ): ସୋମବାର ଜାମ୍ମୁକାଶ୍ମୀରର ଶୋପିଆନ୍ ଜିଲ୍ଲାରେ ସୁରକ୍ଷା ବାହିନୀ ସହ ହୋଇଥିବା ଏନକାଉଣ୍ଟରରେ ତିନିଜଣ ଅଜ୍ଞାତ ଆତଙ୍କବାଦୀ ନିହତ ହୋଇଛନ୍ତି । ସେଠାରେ ମାଓବାଦୀଙ୍କ ଉପସ୍ଥିତି ସମ୍ପର୍କରେ ସୂଚନା ପାଇବା ପରେ ସୁରକ୍ଷା ବାହିନୀ ଜିଲ୍ଲାର ମଣିହାଲ ଅଞ୍ଚଳରେ କର୍ଡନ କରି ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ । ଆତଙ୍କବାଦୀମାନେ ପ୍ରଥମେ ସୁରକ୍ଷାବାହିନୀ ଉପରକୁ ଗୁଳି ଚଳାଇଥିଲେ । ପାଲଟା ଜବାବ ଦେଇଥିଲେ ସୁରକ୍ଷା କର୍ମୀ ।

ଉଭୟ ପକ୍ଷ ମଧ୍ୟରେ କିଛି ସମୟ ଗୁଳି ବିନିମୟ ହୋଇଥିଲା । ପରେ ୩ ଆତଙ୍କଦାବୀଙ୍କର ମୃତ୍ୟୁ ହୋଇଥିଲା । ସମ୍ପୃକ୍ତ ଅଞ୍ଚଳରେ ଆତଙ୍କବାଦୀମାନଙ୍କର ଉପସ୍ଥିତି ସଂକ୍ରାନ୍ତରେ ସୂଚନା ପାଇବା ପରେ ଜାମ୍ମୁକଶ୍ମୀର ପୁଲିସ ଭାରତୀୟ ସେନା ଏବଂ ‘ସିଆର୍‌ପିଏଫ୍‌’ ମିଳିତ ଭାବେ ତଲାସ ଅଭିଯାନ ଆରମ୍ଭ କରିଥିଲେ । ନିହତ ଆତଙ୍କବାଦୀଙ୍କ ପରିଚୟ ପାଇବାକୁ ନିରାପତ୍ତା ବଳ ଉଦ୍ୟମ ଚଳାଇଛି ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା