Masthead

ବିଦ୍ୟୁତ୍‌ ତାର ଲାଗି ୩ ଶ୍ରମିକ ମୃତ

ବାଲେଶ୍ୱର (ବଡ ଖବର ବ୍ୟୁରୋ) : ବିଦ୍ୟୁତ ତାର ନେଲା ତିନି ଜୀବନ । ନିର୍ମାଣ କାମ ବେଳେ ଅଘଟଣ । ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ଝିଙ୍କିରିଆ ପଞ୍ଚାୟତ ଗଗନଧୂଳି ଗାଁରେ ଘଟିଛି ଅଭାବନୀୟ ଘଟଣା । ଗଗନଧୂଳି ଗାଁର ବାପି ମାଝୀଙ୍କ ଘରେ ଶ୍ରମିକମାନେ ପ୍ଲାଷ୍ଟର କାମ କରୁଥିବା ବେଳେ ବିଦ୍ୟୁତ ଆଘାତର ଶିକାର ହୋଇଥିଲେ । ରାଜ୍ୟରେ ନିର୍ମାଣ କାମରେ ଅବହେଳା କାରଣରୁ ବାରମ୍ବାର ଅଘଟଣ ଘଟୁଛି । ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଭଦ୍ରକ ହସ୍ପିଟାଲରେ ଆଉ ୨ ଜଣଙ୍କ ମୃତ୍ୟୁ ହୋଇଛି । ଶ୍ରମିକମାନଙ୍କର ମୃତଦେହ ପୋଲିସ୍ ଜବତ କରିବା ସହ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ