Masthead

୩ବର୍ଷ ପରେ ଫୁଟିଲା ବ୍ରହ୍ମକମଳ

ଜଗତସିଂହପୁର(ବଡ଼ ଖବର ବ୍ୟୁରୋ): ଜଗତସିଂହପୁର ବିରିଡ଼ି ବ୍ଲକ ରଘୁନାଥପୁର ଗ୍ରାମରେ ଫୁଟିଛି ବ୍ରହ୍ମକମଳ ପୁଷ୍ପ । ଦୈବ୍ୟ ପୁଷ୍ପ କୁହାଯାଉଥିବା ଏହି ପୁଷ୍ପଗଛକୁ ୨୦୧୯ରେ ଲଗାଇଥିଲେ ଅନ୍ତର୍ଯ୍ୟାମି ମହାନ୍ତ । ୨୦୧୯ରୁ ଏହି ଗଛରେ ଗୋଟିଏ ବି ପୁଷ୍ପ ଫୁଟି ନଥିଲା । ଆଜି ୩ ବର୍ଷ ପରେ ଏହି ଗଛରେ ବ୍ରହ୍ମକମଳ ଫୁଟିଥିବା ଦେଖିବାକୁ ମିଳିଛି । ପୁଷ୍ପକୁ ଦେଖିବାକୁ ଗାଁ ଲୋକଙ୍କ ଭିଡ଼ ଜମିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର