Masthead

୩ବର୍ଷ ପରେ ଫୁଟିଲା ବ୍ରହ୍ମକମଳ

ଜଗତସିଂହପୁର(ବଡ଼ ଖବର ବ୍ୟୁରୋ): ଜଗତସିଂହପୁର ବିରିଡ଼ି ବ୍ଲକ ରଘୁନାଥପୁର ଗ୍ରାମରେ ଫୁଟିଛି ବ୍ରହ୍ମକମଳ ପୁଷ୍ପ । ଦୈବ୍ୟ ପୁଷ୍ପ କୁହାଯାଉଥିବା ଏହି ପୁଷ୍ପଗଛକୁ ୨୦୧୯ରେ ଲଗାଇଥିଲେ ଅନ୍ତର୍ଯ୍ୟାମି ମହାନ୍ତ । ୨୦୧୯ରୁ ଏହି ଗଛରେ ଗୋଟିଏ ବି ପୁଷ୍ପ ଫୁଟି ନଥିଲା । ଆଜି ୩ ବର୍ଷ ପରେ ଏହି ଗଛରେ ବ୍ରହ୍ମକମଳ ଫୁଟିଥିବା ଦେଖିବାକୁ ମିଳିଛି । ପୁଷ୍ପକୁ ଦେଖିବାକୁ ଗାଁ ଲୋକଙ୍କ ଭିଡ଼ ଜମିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା