Masthead

ବିଜୁଳି ଘଡ଼ଘଡ଼ି ସହ ବର୍ଷା, ୧୭ ଜିଲ୍ଲାକୁ ସତର୍କତା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ତାତିରୁ ମିଳିଛି ଆଶ୍ୱସ୍ତି । ଗତକାଲି କାଳବୈଶାଖି ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି । ଆଜି ମଧ୍ୟ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ୧୭ ଜିଲ୍ଲା ପାଇଁ କାଳବୈଶାଖୀ ସତର୍କତା ଜାରି କରିଛି ପାଣିପାଗ ବିଭାଗ ।

ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର. ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତିରେ ବର୍ଷା ହେବ । ସେହିପରି ପଶ୍ଚିମ ଓଡ଼ିଶାର ବୌଦ୍ଧ, କଳାହାଣ୍ଡି, ଦକ୍ଷିଣ ଓଡ଼ିଶାର କୋରାପୁଟ, ରାୟଗଡ଼ା, ମାଲକାନଗିରିରେ ବର୍ଷା ହେବ । ଏସବୁ ଜିଲ୍ଲାକୁ ଅରେଞ୍ଜୱାର୍ଣ୍ଣିଂ ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ