Masthead

୩ ଦିନ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୩ ଦିନ ରାଜ୍ୟରେ ବର୍ଷା ସମ୍ଭାବନା। ପଶ୍ଚିମ ଓଡ଼ିଶା ଓ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ମଙ୍ଗଳବାର ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାର କିଛି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।​​​​​​​  ୮, ୯ ଓ ୧୦ ତାରିଖରେ ଆଭ୍ୟନ୍ତରୀଣ  ଓଡ଼ିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି  ସହ ବର୍ଷା ହେବ ବୋଲି ଆକଳନ କରାଯାଇଛି । ସୋମବାର  ପାରାଦୀପରେ ସର୍ବାଧିକ ୭୦ମିମି ବର୍ଷା ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି