Masthead

୨୩ ଜିଲାରେ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୨୩ ଜିଲାରେ ଝଡ଼ବର୍ଷା ହେବା ସମ୍ଭାବନା । ୩୦ରୁ ୪୦ କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି।  ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଉପରେ ଥିବା ଘୂର୍ଣ୍ଣିବଳୟ ୧.୫ କିଲୋମିଟର ପର୍ଯ୍ୟନ୍ତ ଉପରକୁ ବିସ୍ତାରିତ ହୋଇ ରହିଛି। ଏହା ପୂର୍ବଦିଗରେ ଗତି କରି ଧୀରେ ଧୀରେ ଦୁର୍ବଳ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ବୁଧବାର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି।

ଗୁରୁବାର ୨୩ ଜିଲାରେ ଝଡ଼ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ବିଜୁଳି ଘଡ଼ଘଡ଼ି ସହ ଘଣ୍ଟା ପ୍ରତି ୩୦ରୁ ୪୦ କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି। ୱାର୍ଣ୍ଣିଂ ଜାରି ହୋଇଥିବା ଜିଲାଗୁଡ଼ିକ ମଧ୍ୟରେ ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ ଓ ଢେଙ୍କାନାଳ ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 PUCC ବୀମା ନଥିଲେ ଧରିବ ଇ ଡିଟେକ୍ସନ 🔴 ଆହୁରି ତୀବ୍ର ହେଲା ଇରାନ୍-ଆମେରିକା ଯୁଦ୍ଧ 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି 🔴 PUCC ବୀମା ନଥିଲେ ଧରିବ ଇ ଡିଟେକ୍ସନ 🔴 ଆହୁରି ତୀବ୍ର ହେଲା ଇରାନ୍-ଆମେରିକା ଯୁଦ୍ଧ 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି