Masthead

କାଳବୈଶାଖି ପ୍ରଭାବ, ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ତାତିରୁ ମିଳିଛି ଆଶ୍ୱସ୍ତି । ଜାରି ରହିଛି କାଳବୈଶାଖି । କାଳବୈଶାଖୀ ପ୍ରଭାବ ଆଗାମୀ ୪ ଦିନ ଯାଏଁ ଲାଗି ରହିବ । ଯାହାକୁ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି । ରାଜ୍ୟର ଅଧିକାଂଶ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ହେବ । କେତେକ ସ୍ଥାନରେ ପ୍ରବଳ ବର୍ଷା ଏବଂ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ହେବାର ମଧ୍ୟ ସମ୍ଭାବନା ରହିଛି ।

କଟକ, ଢେଙ୍କାନାଳ, ଯାଜପୁର, କଳାହାଣ୍ଡି, କନ୍ଧମାଳ, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ଉପକୂଳ ଓ ପଶ୍ଚିମ ଓଡ଼ିଶାର ଅନ୍ୟାନ୍ୟ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ