ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା !

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୧୮ ତାରିଖ ଯାଏ ବର୍ଷା ସହ ପବନ ଲାଗି ରହିବ। ମୟୂରଭଞ୍ଜ, ବାଲେଶ୍ବର ଓ ରାୟଗଡ଼ାକୁ ଅରେଞ୍ଜ ଆଲର୍ଟ । ଅନ୍ୟ ଜିଲ୍ଲାଗୁଡ଼ିକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ଆଜିଠୁ ପାଗ ବଦଳିବ, ବର୍ଷା ସହ ହେବ ପବନ । ୧୬ ତାରିଖରେ ରାୟଗଡ଼ା, ମୟୂରଭଞ୍ଜ ଓ କେନ୍ଦୁଝରରେ ଝଡ଼ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହି ୩ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଆଗକୁ ବର୍ଷା ଥିବାରୁ ଆସନ୍ତା ୪ ଦିନ ରାଜ୍ୟରେ ଦିନ ତାପମାତ୍ରା ୩ରୁ ୫ ଡିଗ୍ରୀ କମିପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ୧୭ ଓ ୧୮ ତାରିଖରେ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ଶନିବାର ୩ଟି ସ୍ଥାନର ତାପମାତ୍ରା ୪୦ ଡିଗ୍ରୀ ରହିଥିଲା। ଝାରସୁଗୁଡ଼ାରେ ୪୦.୨, ଟିଟିଲାଗଡ଼ରେ ୪୦ ଓ ସମ୍ବଲପୁରରେ ୪୦ ଡିଗ୍ରୀ ରେକର୍ଡ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ