Masthead

କଟିଲା ୫ ବିଧାୟକଙ୍କ ଟିକେଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାନସଭା ନିର୍ବାଚନ ପାଇଁ ବିଜେଡି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ଷଷ୍ଠ ପର୍ଯ୍ୟାୟରେ ବିଜେଡି ୯ଟି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ଚିଲିକାରୁ ରଘୁନାଥ ସାହୁ, ଆନନ୍ଦପୁରରୁ ଅଭିମନ୍ୟୁ ସେଠୀ, ସାରସକଣା ଦେବାଶିଷ ମାରାଣ୍ଡି, କରଞ୍ଜିଆରୁ ବାସନ୍ତୀ ହେମ୍ବ୍ରମ, ରେମୁଣାରୁ ବିଦ୍ୟାସ୍ମିତା ମହାଳିକ, ସିମୁଳିଆରୁ ଶୁଭାସିନୀ ସାହୁ, ବଡଚଣାରୁ ବର୍ଷା ପ୍ରିୟଦର୍ଶିନୀ, କେନ୍ଦ୍ରାପଡାରୁ ଗଣେଶ୍ୱର ବେହେରା, ଚମ୍ପୁଆରୁ ସନାତନ ମହାକୁଡଙ୍କୁ ପ୍ରାର୍ଥୀ କରିଛି ଦଳ ।

ତେବେ ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣାରେ ୫ ବିଧାୟକଙ୍କ ଟିକେଟ କଟିଛି । ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀଙ୍କ ଟିକେଟ କଟିଛି । ସେହିପରି ସିମୁଳିଆ ବିଧାୟକ ଜ୍ୟୋତି ପାଣିଗ୍ରାହୀଙ୍କ ଟିକେଟ କଟିଲା ଦଳ । ବଡ଼ଚଣାର ବରିଷ୍ଠ ବିଧାୟକ ଅମର ଶତପଥୀଙ୍କ ଟିକେଟ କଟିବା ସହିତ କେନ୍ଦ୍ରାପଡ଼ା ବିଧାୟକ ଶଶି ବେହେରାଙ୍କୁ ଟିକେଟ ମିଳିଲାନି । ଚମ୍ପୁଆ ବିଧାୟକ ମିନାକ୍ଷୀ ମହାନ୍ତଙ୍କୁ ବି ଟିକେଟ ଦେଲାନି ଦଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ