Masthead

ଦୁର୍ଘଟଣାରେ କଲରାପତରିଆର ମୃତ୍ୟୁ

ଗଞ୍ଚାମ (ବଡ଼ ଖବର ବ୍ୟୁରୋ): ଗଞ୍ଚାମ ଜିଲ୍ଲା ଘୁମୁସର ବନଖଣ୍ଡ ମୁଜାଗଡ଼ ଗାଁ ଠାରେ ନିକଟର ମୁଖ୍ୟରାସ୍ତାରୁ ଗୁରୁତର ଭାବେ ଆହାତ ହୋଇଥିବା ଏକ କଲରାପତରିଆକୁ ଉଦ୍ଧାର କରାଯାଇଛି । ବିଳମ୍ବିତ ରାତି ପ୍ରାୟ ୨ଟା ବେଳେ କୌଣସି ଏକ ଭାରି ଯାନ ଧକ୍କାରେ କଲରାପତରିଆ ବାଘଟି ତଳେ ପଡି ଛଟପଟ ହେଉଥିବା ଦେଖିବାକୁ ମିଳିଥିଲା ।ସ୍ତାନୀୟ ଲୋକଙ୍କଠାରୁ ଖବର ପାଇ ବନବିଭାଗ କର୍ମଚାରୀ ଓ ପୋଲିସ ପହଞ୍ଚି କଲରାପତରିଆ ବାଘଟିକୁ ଭଞ୍ଜନଗର ପଶୁ ଚିକିତ୍ସାଳୟକୁ ନେବା ବେଳେ ତାର ମୃତ୍ୟୁ  ହୋଇଥିବା ସୂଚନା ମିଳିଛି । କଲରାପତରିଆ ବାଘଟିର ବୟସ ପ୍ରାୟ ୩ବର୍ଷ ହେବ ବୋଲି ବନଖଣ୍ଡ ଅଧିକାରୀ ସୁଦର୍ଶନ ବେହେରା କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ