Masthead

ଶିମିଳିପାଳରେ ଟାଇଗର ଫାଇଟ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ) ଶିମିଳିପାଳ ଅଭୟାରଣ୍ୟରେ ଟାଇଗର ଫାଇଟ । ୨ ମହାବଳ ବାଘଙ୍କ ମଧ୍ୟରେ ଫାଇଟିଂ ହୋଇଛି । ଏ ନେଇ ସୂଚନା ଦେଇଛନ୍ତି ଶିମିଳିପାଳ ଅଭୟାରଣ୍ୟ କର୍ତ୍ତୃପକ୍ଷ । ଅଞ୍ଚଳ ଦଖଲ ପାଇଁ ୨ ବାଘ ପରସ୍ପର ମଧ୍ୟରେ ଲଢ଼େଇ କରିଥିବା ଏକ୍ସ ମାଧ୍ୟମରେ ସୂଚନା ଦେଇଛନ୍ତି ଶିମିଳିପାଳ ଅଭୟାରଣ୍ୟ କର୍ତ୍ତୃପକ୍ଷ । ଲଢ଼େଇରେ ଜିତିଥିବା ବାଘର ଫଟୋ ମଧ୍ୟ ସେୟାର ହୋଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା