Masthead

ଶିମିଳିପାଳରେ ଟାଇଗର ଫାଇଟ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ) ଶିମିଳିପାଳ ଅଭୟାରଣ୍ୟରେ ଟାଇଗର ଫାଇଟ । ୨ ମହାବଳ ବାଘଙ୍କ ମଧ୍ୟରେ ଫାଇଟିଂ ହୋଇଛି । ଏ ନେଇ ସୂଚନା ଦେଇଛନ୍ତି ଶିମିଳିପାଳ ଅଭୟାରଣ୍ୟ କର୍ତ୍ତୃପକ୍ଷ । ଅଞ୍ଚଳ ଦଖଲ ପାଇଁ ୨ ବାଘ ପରସ୍ପର ମଧ୍ୟରେ ଲଢ଼େଇ କରିଥିବା ଏକ୍ସ ମାଧ୍ୟମରେ ସୂଚନା ଦେଇଛନ୍ତି ଶିମିଳିପାଳ ଅଭୟାରଣ୍ୟ କର୍ତ୍ତୃପକ୍ଷ । ଲଢ଼େଇରେ ଜିତିଥିବା ବାଘର ଫଟୋ ମଧ୍ୟ ସେୟାର ହୋଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ