Masthead

ନୂଆପଡ଼ାରେ ପୁଣି ବାଘ ଆତଙ୍କ, ବାଛୁରୀ ମାରି ଖାଇଲା ବାଘ

ନୂଆପଡ଼ା(ବଡ଼ ଖବର ବ୍ୟୁରୋ):ନୂଆପଡ଼ା ଜିଲ୍ଲାରେ ପୁଣି ବାଘ ଆତଙ୍କ । ଗତକାଲି ରାତିରେ ନୂଆପଡ଼ା ସଦର ରେଞ୍ଜ ଆମାନାରା ସେକସନର ତରିଆମହୁଆଭଟା ଗାଁରେ ପୁଣି ଗୋଟିଏ ବାଛୁରୀକୁ ମାରି ଖାଇଲା ବାଘ। ଆଜି ସକାଳେ ଗାଁର ଭାଗିରଥୀ ରାଉତଙ୍କ ବାଛୁରୀ ଗୁହାଳରେ ମରି ପଡ଼ିଥିବା ଦେଖିବାକୁ ମିଳିଥିଲା । ବାଘ ଆକ୍ରମଣ କରି ମାରି ଖାଇ ଦେଇଥିବା ଜଣା ପଡ଼ିଛି। ଯାହାକୁ ନେଇ ଭୟଭୀତ ହୋଇ ପଡ଼ିଛନ୍ତି ଗ୍ରାମବାସୀ। ସୂଚନା ପାଇବା ପରେ ବନ ବିଭାଗ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି। ଏହା ଏକ କଲରାପତରିଆ ବାଘ ବୋଲି ଜଣାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିସ୍ଫୋରଣରୁ ଅଳ୍ପକେ ବର୍ତ୍ତିଲେ ଯବାନ 🔴 ପୀତବାସ ପଣ୍ଡା ହତ୍ୟା ମାମଲା, ରିମାଣ୍ଡରେ ଗଲେ ଅଭିଯୁକ୍ତ 🔴 ସୃଷ୍ଟି ହେଲା ଘୂର୍ଣ୍ଣିବଳୟ 🔴 ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ 🔴 ଆଜିଠୁ ବିହାରରେ ନୀତିଶ ରାଜ୍ 🔴 ଶପଥ ନେବେ ଜୟ 🔴 ବିହାରରେ ଆଜିଠୁ ପୁଣି ନୀତୀଶ ସରକାର 🔴 ପୁଣି ଆସୁଛି ବର୍ଷା 🔴 ୧୦ମ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବେ ନୀତୀଶ କୁମାର 🔴 ‘ଅସ୍ତ୍ର ଛାଡି ଆତ୍ମସମର୍ପଣ କର’ 🔴 ବିସ୍ଫୋରଣରୁ ଅଳ୍ପକେ ବର୍ତ୍ତିଲେ ଯବାନ 🔴 ପୀତବାସ ପଣ୍ଡା ହତ୍ୟା ମାମଲା, ରିମାଣ୍ଡରେ ଗଲେ ଅଭିଯୁକ୍ତ 🔴 ସୃଷ୍ଟି ହେଲା ଘୂର୍ଣ୍ଣିବଳୟ 🔴 ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ 🔴 ଆଜିଠୁ ବିହାରରେ ନୀତିଶ ରାଜ୍ 🔴 ଶପଥ ନେବେ ଜୟ 🔴 ବିହାରରେ ଆଜିଠୁ ପୁଣି ନୀତୀଶ ସରକାର 🔴 ପୁଣି ଆସୁଛି ବର୍ଷା 🔴 ୧୦ମ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବେ ନୀତୀଶ କୁମାର 🔴 ‘ଅସ୍ତ୍ର ଛାଡି ଆତ୍ମସମର୍ପଣ କର’