Masthead

ନୂଆପଡ଼ାରେ ପୁଣି ବାଘ ଆତଙ୍କ, ବାଛୁରୀ ମାରି ଖାଇଲା ବାଘ

ନୂଆପଡ଼ା(ବଡ଼ ଖବର ବ୍ୟୁରୋ):ନୂଆପଡ଼ା ଜିଲ୍ଲାରେ ପୁଣି ବାଘ ଆତଙ୍କ । ଗତକାଲି ରାତିରେ ନୂଆପଡ଼ା ସଦର ରେଞ୍ଜ ଆମାନାରା ସେକସନର ତରିଆମହୁଆଭଟା ଗାଁରେ ପୁଣି ଗୋଟିଏ ବାଛୁରୀକୁ ମାରି ଖାଇଲା ବାଘ। ଆଜି ସକାଳେ ଗାଁର ଭାଗିରଥୀ ରାଉତଙ୍କ ବାଛୁରୀ ଗୁହାଳରେ ମରି ପଡ଼ିଥିବା ଦେଖିବାକୁ ମିଳିଥିଲା । ବାଘ ଆକ୍ରମଣ କରି ମାରି ଖାଇ ଦେଇଥିବା ଜଣା ପଡ଼ିଛି। ଯାହାକୁ ନେଇ ଭୟଭୀତ ହୋଇ ପଡ଼ିଛନ୍ତି ଗ୍ରାମବାସୀ। ସୂଚନା ପାଇବା ପରେ ବନ ବିଭାଗ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି। ଏହା ଏକ କଲରାପତରିଆ ବାଘ ବୋଲି ଜଣାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ