Masthead

ଘର ବାଡ଼ିରୁ ଟେକିନେଲା ବାଘ

ନୂଆପଡ଼ା(ବଡ଼ ଖବର ବ୍ୟୁରୋ): ଘର ବାଡ଼ିରୁ ଟେକିନେଲା ବାଘ । ନୂଆପଡ଼ା ଜିଲ୍ଲା କୋମନା ବ୍ଲକ ସୋସେଙ୍ଗ ପଞ୍ଚାୟତ ଜଳମଡାଇ ଗାଁରେ ଘଟିଛି ଅଭାବନୀୟ ଘଟଣା । ଘର ବାଡ଼ିରୁ ୬୫ ବର୍ଷୀୟ ବୃଦ୍ଧାକୁ ଟେକି ନେଇ ଅଧା ଖାଇଦେଇଛି ବାଘ । ବୃଦ୍ଧା ମହିଳା ଜଣକ ହେଲେ ସାନମତି ବାରିକ । ଜାଳେଣି ପାଇଁ ରାତିରେ ବାଡିକୁ ଯାଇଥିବା ଥିବା ବେଳେ ବାଘ ଆକ୍ରମଣ କରିଥିଲା । ଗ୍ରାମବାସୀ ହୋହାହ୍ଲା କରିବା ପରେ ବାଘ ଅଧା ଶରୀରକୁ ଛାଡି ପଳାଇ ଯାଇଥଲା । ତେବେ ବାଘକୁ ନେଇ ସ୍ଥାନୀୟ ଅଞ୍ଚଳରେ ଏବେ ଆତଙ୍କ ଖେଳିଯାଇଛି । ଭୟରେ ଲୋକେ ଘରୁ ବାହାରୁନଥିବା ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ