Masthead

ଶିିମିଳିପାଳ ଅଭୟାରଣ୍ୟରୁ ଜବତ ହେଲା ବାଘଛାଲ

ବାରିପଦା(ବଡ଼ ଖବର ବ୍ୟୁରୋ): ପୁଣି ଅଶାନ୍ତ ଶିମିଳିପାଳ । ଦୀର୍ଘଦିନ ପରେ ପୁଣି ଶିମିଳିପାଳ ଅଭୟାରଣ୍ୟରୁ ଏକ ବାଘଛାଲ ଜବତ। କାମ ଦେଉନି ବନ ବିଭାଗର ବିଭିନ୍ନ ଯୋଜନା । ସୂଚନା ଅନୁସାରେ ଗତକାଲି ଏକ ବିଶେଷ ସୂତ୍ରରୁ ଖବର ପାଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ବନ କର୍ମଚାରୀ ଓ ପୁଲିସ ମିଳିତ ଚଢାଉ କରି ଡୁକୁରା ବନ୍ୟପ୍ରାଣୀ ରେଞ୍ଜ ଅନ୍ତର୍ଗତ ଚେକାମରା ଗାଁରୁ ଏକ କଲରାପତରିଆ ବାଘଛାଲ ଜବତ କରିଛି ।

ଏହି ଘଟଣାରେ ବଡ଼ସାହି ଅଂଚଳର ଭୁବନ ସିଂ କୁ ଅଟକ ରଖି ପଚରାଉଚରା ଜାରି ରହିଛି । ଏ ନେଇ ଏକ ସାମ୍ବାଦିକ ସମ୍ମିଳନୀରେ ଶୁଚୋନା ଦେଇଛନ୍ତି ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣର ଉପନିର୍ଦେଶକ ସମ୍ରାଟ ଗୌଡା କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ