Masthead

ଶିିମିଳିପାଳ ଅଭୟାରଣ୍ୟରୁ ଜବତ ହେଲା ବାଘଛାଲ

ବାରିପଦା(ବଡ଼ ଖବର ବ୍ୟୁରୋ): ପୁଣି ଅଶାନ୍ତ ଶିମିଳିପାଳ । ଦୀର୍ଘଦିନ ପରେ ପୁଣି ଶିମିଳିପାଳ ଅଭୟାରଣ୍ୟରୁ ଏକ ବାଘଛାଲ ଜବତ। କାମ ଦେଉନି ବନ ବିଭାଗର ବିଭିନ୍ନ ଯୋଜନା । ସୂଚନା ଅନୁସାରେ ଗତକାଲି ଏକ ବିଶେଷ ସୂତ୍ରରୁ ଖବର ପାଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ବନ କର୍ମଚାରୀ ଓ ପୁଲିସ ମିଳିତ ଚଢାଉ କରି ଡୁକୁରା ବନ୍ୟପ୍ରାଣୀ ରେଞ୍ଜ ଅନ୍ତର୍ଗତ ଚେକାମରା ଗାଁରୁ ଏକ କଲରାପତରିଆ ବାଘଛାଲ ଜବତ କରିଛି ।

ଏହି ଘଟଣାରେ ବଡ଼ସାହି ଅଂଚଳର ଭୁବନ ସିଂ କୁ ଅଟକ ରଖି ପଚରାଉଚରା ଜାରି ରହିଛି । ଏ ନେଇ ଏକ ସାମ୍ବାଦିକ ସମ୍ମିଳନୀରେ ଶୁଚୋନା ଦେଇଛନ୍ତି ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣର ଉପନିର୍ଦେଶକ ସମ୍ରାଟ ଗୌଡା କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ