Masthead

ବାଘଛାଲ ଜବତ, ଜଣେ ଗିରଫ

ନାଟକିଦେଉଳ (ବଡ଼ ଖବର ବ୍ୟୁରୋ): ଜବତ ହେଲା ବାଘଛାଲ । ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ବନଖଣ୍ଡ ନାକଟିଦେଉଳ ରେଞ୍ଜର ପେଣ୍ଠବାହାଳ ନିକଟସ୍ଥ ଚମ୍ପାଳି ନଦୀ ନିକଟରୁ ଏସଟିଏଫ ର ଏକ ସ୍ୱତନ୍ତ୍ର ଟିମ ଚଢ଼ାଉ କରି ବାଘ ଛାଲ ଜବତ କରିଛି । ସମ୍ପୃକ୍ତ ଆସାମୀଙ୍କୁ ଗିରଫ କରିଛି ଏସଟିଏଫ । ରେଢ଼ାଖୋଲ ଦେବଗଡ଼ ରାସ୍ତାରେ କଲରା ପତରିଆ ବାଘ ଛାଲ ଧରି ଜଣେ ଯୁବକ ଚାଲାଣ କରିବାକୁ ଉଦ୍ୟମ କରୁଥିଲେ । କୌଣସି ସୂତ୍ରରୁ ଖବର ପାଇ ଭୁବନେଶ୍ୱରର କ୍ରାଇମବ୍ରାଞ୍ଚର ଏକ ସ୍ୱତନ୍ତ୍ର ଏସଟିଏଫ ଟିମ ନାକଟିଦେଉଳ ଥାନା ପେଣ୍ଠବାହାଳ ନିକଟ ଚମ୍ପାଳି ନଦୀ ପୋଲ ଉପରେ ଚଢ଼ାଉ କରିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ