Masthead

ବାଲିଗୁଡ଼ାରେ ବାଘ ଆତଙ୍କ

ବାଲିଗୁଡ଼ା (ବଡ଼ ଖବର ବ୍ୟୁରୋ): ବାଲିଗୁଡାରେ ବାଘ ଆତଙ୍କ । ସହରର ବଡ଼ଗାଁ ନିକଟ ଖଡଗ ନଦୀ କୂଳରେ ଥିବା ପମ୍ପ ହାଉସରେ ଗତକାଲି ରାତିରେ ବାଘ ଗର୍ଜନ କରୁଥିବା କର୍ମଚାରୀ କହିଛନ୍ତି । ପମ୍ପ ହାଉସ କର୍ମଚାରୀ ପମ୍ପ ହାଉସର ମଟର ଚଳାଇବା ପାଇଁ ଯାଉଥିବା ସମୟରେ ବାଘ ଗର୍ଜନ ଶୁଣିଥିଲେ ।

ପରେ ବାଘ ଦୁଇଟି ସେମାନଙ୍କ ନିକଟକୁ ଦୌଡ଼ି ଆସିବା ପରେ କର୍ମଚାରୀ ପମ୍ପ ହାଉସ ଘର ଭିତରକୁ ଆସି ଜୀବନ ବଞ୍ଚାଇଥିଲେ । କର୍ମଚାରୀ ବନ ବିଭାଗକୁ ଖବର ଦେବା ପରେ ବନ ଅଧିକାରୀ ଆସି ବାଘ ଚିହ୍ନ ସଂଗ୍ରହ କରିଥିଲେ । ଏହି ଘଟଣା ଏବେ ଅଂଚଳରେ ଚର୍ଚ୍ଚାର ବିଷୟ ପାଲଟି ଥିବା ବେଳେ ପମ୍ପ ହାଉସ କର୍ମଚାରୀ ପୁରା ଭୟଭୀତ ହୋଇପଡିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି