Masthead

ତିଗିରିଆରେ ATM ଭ୍ୟାନ୍‌ରୁ ଦେଢ଼ କୋଟି ଲୁଟ୍‌ ଘଟଣା, ୭ ଜଣ ଗିରଫ

କଟକ(ବଡ଼ ଖବର ବ୍ୟୁରୋ): ତିଗିରିଆରେ ଏଟିଏମ ଭ୍ୟାନ୍‌ରୁ ଦେଢ଼ କୋଟି ଲୁଟ୍‌ ଘଟଣା । ଗ୍ୟାଙ୍ଗର ୭ ଜଣଙ୍କୁ ଗିରଫ କଲା କଟକ ଗ୍ରାମାଞ୍ଚଳ ପୋଲିସ । ଏମାନଙ୍କ ନିକଟରୁ ନଗଦ ୬୪ ଲକ୍ଷ ୪୫ ହଜାର ୪୦୦ ଟଙ୍କା ଜବତ କରିଛି ପୋଲିସ। ତେବେ ଲୁଟରେ ସମ୍ପୃକ୍ତ ଅନ୍ୟ ଅଭିଯୁକ୍ତଙ୍କୁ ଧରିବାକୁ ଉଦ୍ୟମ ଜାରି। ଏଟିଏମ ଗାଡ଼ିର ୨ କର୍ମଚାରୀ ଲୁଟ୍‌ ଯୋଜନା କରି ସୁପାରି ଦେଇଥିଲେ ପ୍ରେସମିଟ୍‌ରେ ଗ୍ରାମାଞ୍ଚଳ ଏସ୍‌ପି ମିହିର କୁମାର ପଣ୍ଡାଙ୍କ ସୂଚନା ।

ଗତବର୍ଷ ନଭେମ୍ବରରେ ବନ୍ଧୁକ ମୁନରେ ଲୁଟ୍‌ କରିଥିଲେ ଦୁର୍ବୃତ୍ତ । କଟକ ଜିଲ୍ଲାର ସମସ୍ତ ପ୍ରବେଶ ଏବଂ ପ୍ରସ୍ଥାନ ପଥରେ କଡାକଡି ଚେକିଂ କରିଥିଲା ପୋଲିସ। ସବୁଠାରୁ ବଡ଼ କଥା ହେଲାକି ଲୁଟ ପାଇଁ ନକଲି ବନ୍ଧୁକ ବ୍ୟବହାର କରିଥିଲେ। ଏହା ସହ ଅନ୍ୟ ଅଭିଯୁକ୍ତଙ୍କୁ ଗିରଫ କରାଯିବା ସହ ଆବଶ୍ୟକ ପଡ଼ିଲେ ଗିରଫ ଲୁଟେରା ମାନଙ୍କୁ ମଧ୍ୟ ରିମାଣ୍ଡରେ ଅଣା ଯାଇପାରେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା