Masthead

କାଠଗଣ୍ଡି ଜବତ

ବଲାଙ୍ଗିର (ବଡ଼ ଖବର ବ୍ୟୁରୋ): ହରିଶଙ୍କର ରେଞ୍ଜ ଅନକାମରା ଗାଁ ନିକଟ କପାସିଆ ଜଙ୍ଗଳରୁ ଜଙ୍ଗଲବିଭାଗ ୩୫ ଖଣ୍ଡ ପିଆଶାଳ କାଠଗଣ୍ଡି ଜବତ କରିଛି । କପାସିଆ ଜଙ୍ଗଲରେ ୧୩ଟି ପିଆଶାଳ ଗଛ କେହି କାଟିଦେଇଥିବା ଜଙ୍ଗଲ ବିଭାଗ ଖବର ପାଇଥିଲେ । ଘଟଣାସ୍ଥଳକୁ ଯାଇ ଗଛଗୁଡ଼ିକୁ ଖପ୍ରାଖୋଲ ରେଞ୍ଜ କାର୍ଯ୍ୟାଳୟକୁ ଆଣିଥିଲେ । ୧୩ଟି ପିଆଶାଳ ଗଛ, ୩୫ ଟି କାଠଗଣ୍ଡି ଥିବାବେଳେ ଆନୁମାନିକ ୪୫ ସିଏଫଟି କାଠ ରହିଛି । ଏହାର ଆନୁମାନିକ ମୂଲ୍ୟ ପ୍ରାୟ ୪୫ ହଜାର ଟଙ୍କା ହେବ ବୋଲି ହରିଶଙ୍କର ରେଞ୍ଜ ଅଧିକାରୀ ଶ୍ରୀବତ୍ସ କୁମୁରା ପ୍ରକାଶ କରିଛନ୍ତି । ଏ ନେଇ ହରିଶଙ୍କର ରେଞ୍ଜର ଏକ ମାମଲା ରୁଜୁ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ