ଅପିଲ ପାଇଁ ମିଳିଲା ସମୟ

ଗୁଜୁରାଟ (ବଡ଼ ଖବର ବ୍ୟୁରୋ): ରାହୁଲ ଗାନ୍ଧି ଦୋଷୀ ସାବ୍ୟସ୍ତ । ୨ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଲେ ସୁରଟ କୋର୍ଟ । ଜେଲ ଦଣ୍ଡାଦେଶ ପରେ ସଙ୍ଗେ ସଙ୍ଗେ ମିଳିଲା ବେଲ୍ । ରାହୁଲ ଗାନ୍ଧିଙ୍କୁ ଦଣ୍ଡାଦେଶ ମିଳିବାର ମାତ୍ର କିଛି ସମୟ ମଧ୍ୟରେ ତାଙ୍କୁ ୩୦ ଦିନ ପର୍ଯ୍ୟନ୍ତ ଜାମିନ୍‌ ମିଳିଛି। । ଏହି ସମୟ ମଧ୍ୟରେ ଉପର କୋର୍ଟରେ ଆବେଦନ କରିବା ପାଇଁ କୋର୍ଟ ରାହୁଲଙ୍କୁ ସମୟ ଦେଇଛନ୍ତି।

ଏହି ସମୟରେ ସେ ସ୍ଥାୟୀ ଜାମିନ୍‌ ପାଇଁ ଆବେଦନ କରିପାରିବେ। ଉପର କୋର୍ଟରେ ଆବେଦନ କରିବା ପାଇଁ କୋର୍ଟ ରାହୁଲଙ୍କୁ ସମୟ ଦେଇଛନ୍ତି। ସେପଟେ ସମସ୍ତ ଚୋରଙ୍କ ସର୍‌ନେମ୍‌ ମୋଦି କାହିଁକି’ ? କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ଏହି ବୟାନ୍‌କୁ ନେଇ ଦାଖଲ ହୋଇଥିବା ମାନହାନୀ ମାମଲାରେ ତାଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି । ଗୁଜୁରାଟର ସୁରଟ ସେସନ୍‌ କୋର୍ଟ ୨ ବର୍ଷ ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’