Masthead

ବୈଠକ କରିବାକୁ ସମୟ ଅଛି, ମଣିପୁର ଯିବାକୁ ସମୟ ନାହିଁ: ମଲ୍ଲିକାର୍ଜ୍ଜୁନ ଖଡ଼ଗେ

ନୂଆଦିଲ୍ଲୀ  (ବଡ଼ ଖବର ବ୍ୟୁରୋ):  ମୌସୁମୀ ଅଧିବେଶନ ଆରମ୍ଭରୁ ହଙ୍ଗାମା। ପ୍ରଧାନମନ୍ତ୍ରୀଙ୍କୁ ଟାର୍ଗେଟ କଲେ କଂଗ୍ରେସ ସଭାପତି ମଲ୍ଲିକାର୍ଜ୍ଜୁନ ଖଡ଼ଗେ । ଦୁଇ କୁକି ମହିଳାଙ୍କ ଉଲଗ୍ନ ଭିଡିଓ ଭାଇରାଲ ହେବାପରେ ସଂସଦରେ ସରକାରଙ୍କୁ ଘେରିଛନ୍ତି ବିରୋଧୀ। କହିଛନ୍ତି ସବୁ ବିରୋଧୀ ମିଶି ମଣିପୁର ପ୍ରସଙ୍ଗରେ ଚର୍ଚ୍ଚା କରିବା ନେଇ ନୋଟିସ ଦେଇଛୁ।

ବର୍ତ୍ତମାନ ରାଜ୍ୟସଭା ଅଧ୍ୟକ୍ଷ ଚର୍ଚ୍ଚା ନେଇ ଏହାକୁ ଅନୁମତି ଦେବେ କି ନାହିଁ ଦେଖିବା ବାକି ରହିଲା। ପ୍ରଧାନମନ୍ତ୍ରୀ ଏନେଇ ନିରବ ଅଛନ୍ତି। ମୋଦିଙ୍କ ୩୮ଟି ଦଳକୁ ଡାକି ଏନଡିଏ ବୈଠକ କରିବାକୁ ସମୟ ଅଛି କିନ୍ତୁ ମଣିପୁର ଯିବାକୁ ସମୟ ନାହିଁ ବୋଲି ଖଡ଼ଗେ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ