Masthead

ବାଲେଶ୍ୱର ଏସପିଙ୍କୁ ଟାଇମ୍ସ ପାୱାର ୱିମେନ ସମ୍ମାନ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ବାହାନଗା ଭଙ୍କର ଟ୍ରେନ୍ ଟ୍ରାଜେଡି କଥା ଭାବିଲେ ଆଜିବି ଥରି ଉଠୁଛି ଛାତି , ଏତେ ବଡ଼ ଦୁର୍ଘଟଣାକୁ ବେଶ୍ ସଫଳତାର ସହ ମୁକାବିଲା କରିଥିଲେ ବାଲେଶ୍ବର ଏସପି ସାଗାରିକା ନାଥ , ଯେଉଁଠି ‘ଦ ଟାଇମ୍ସ ଗ୍ରୁପ୍’ ପକ୍ଷରୁ ‘ଟାଇମ୍ସ ପାୱାର୍‌ ୱିମେନ୍‌-୨୦୨୩୮ ପୁରସ୍କାରରେ ସମ୍ମାନିତ ହୋଇଛନ୍ତି ବାଲେଶ୍ବର ଏସପି ସାଗାରିକା ନାଥ । ଭୁବନେଶ୍ବର ସ୍ୱସ୍ତିପ୍ରିମିୟମରେ ଗତକାଲି ରାଜ୍ୟପାଳ ଶ୍ରୀ ଗଣେଶୀ ଲାଲଙ୍କ ଠାରୁ ଏସ୍‌ପି ସାଗରିକା ପୁରସ୍କାର ଗ୍ରହଣ କରିଛନ୍ତି । ତେବେ ଏହି ପୁରସ୍କାରକୁ ଏସପି ସାଗରିକା ନାଥ ବାଲେଶ୍ବର ବାସୀଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଥିବା ବେଳେ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ