Masthead

ନିରାଡମ୍ବର ଭାବେ କାର୍ତ୍ତିକେଶ୍ୱେର ପୂଜା

ତିର୍ତ୍ତୋଲ(ବଡ଼ ଖବର ବ୍ୟୁରୋ):ନିରାଡମ୍ବର ଭାବେ ଆରମ୍ଭ ହେଲା କାର୍ତ୍ତିକେଶ୍ୱେର ପୂଜା । ତିର୍ତ୍ତୋଲ ବ୍ଲକ ମଣିଜଙ୍ଗାରେ ୫୬ ବର୍ଷଧରି ପାଳିତ ହୋଇଛି ଦେବ ସେନାପତି କାର୍ତ୍ତିକଙ୍କ ପୂଜା । ଶତାଧିକ ଶ୍ରଦ୍ଧାଳୁଙ୍କ ସମାଗମରେ ପ୍ରତିବର୍ଷ ଏହି ପୂଜା କରାଯାଏ । ୭ ରୁ ୮ ଦିନ ଧରି ଅନୁଷ୍ଠିତ ବିଭନ୍ନ ସାସ୍କୃତିକ କାର୍ଯ୍ୟକ୍ରମ କରାଯାଏ । କିନ୍ତୁ ଚଳିତ ବର୍ଷ କୋଭିଡ଼ କଟକଣା ପାଇଁ ସବୁ ବନ୍ଦ ରହିଛି । ହାତଗଣତି ଲୋକଙ୍କୁ ନେଇ ପୂଜାର୍ଚ୍ଚନା କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି