ନାମାଙ୍କନ ପତ୍ର ଦାଖଲ କଲେ ବିଜୟ

ଜଗତସିଂହପୁର, (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଆଗକୁ ଥିବା ଦୁଇଟି ଉପନିର୍ବାଚନ ପାଇଁ ବେଶ୍ ସରଗରମ ହୋଇଉଠିଛି ରାଜ୍ୟ ରାଜନୀତି । ତିର୍ତ୍ତୋଲ ଉପ ନିର୍ବାଚନ ପାଇଁ ଆଜି ତିର୍ତ୍ତୋଲ ନିର୍ବାଚନମଣ୍ଡଳୀର ବିଜୁଜନତା ଦଳ ପ୍ରାଥୀ ଦିବଂଗତ ନେତା ବିଷ୍ଣୁ ଦାସଙ୍କ ସୁପୁତ୍ର ବିଜୟ ଶଙ୍କର ଦାସ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ସେ ତାଙ୍କ ଦଳୀୟ ସାର୍ମଥକମାନଙ୍କ ସହିତ ଆସି ତିର୍ତ୍ତୋଲ ଆସନର ରିଟ୍ରନିଙ୍ଗ ଅଫିସର ସଚିଦାନନ୍ଦ ସାହୁଙ୍କ ନିକଟରେ ତାଙ୍କର ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଏଥିରେ ସାଂସଦ ଡା ରାଜଶ୍ରୀ ମଲ୍ଲିକ ଏବଂ ଜଗତସିଂହପୁର ବିଧାୟକ ତଥା ଜିଲ୍ଲା ଯୋଜନା କମିଟି ଅଧକ୍ଷ ପ୍ରଶାନ୍ତ କୁମାର ମୁଦୁଲି ଏବଂ ନୂତନ କରି ବିଜେଡିରେ ଯୋଗଦେଇଥିବା ପ୍ରଫେସର ରମାକାନ୍ତ ଭୋଇ ଯୋଗଦେଇ ଦଳ କିପରି ସ୍ୱଚ୍ଛ ନିର୍ମଳ ଭାବେ ବିଜୟ ଲାଭ କରିବ ସେଥିପତି ଆମେ ଧ୍ୟାନ ଦବୁ ବୋଲି କହିଛନ୍ତି । ବାପାଙ୍କ ଅଧୁରା ରହିଯାଇଥିବା ସ୍ୱପ୍ନକୁ ମୁଁ ପ୍ରାଣପ୍ରଣେ ଚେଷ୍ଟା କରିବି ପୂରଣ କରିବା ପାଇଁ ବୋଲି କହିଛନ୍ତି ବିଜୟ ଶଙ୍କର ଦାସ । ଅନ୍ୟପଟେ ଆଗାମୀ ତିର୍ତ୍ତୋଲର ଉପନିର୍ବାଚନରେ ଲଢେଇ ଜୋରଦାର ହେବ ବୋଲି ସାଧାରଣରେ ଚର୍ଚ୍ଚା ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ