Masthead

ସମ୍ବିତଙ୍କୁ ଟିକେଟ ନ ମିଳିବା ପାଇଁ ମାଆ ତାରିଣୀଙ୍କୁ ନଡିଆ ପଠାଇଲେ କର୍ମୀ

ତିର୍ତ୍ତୋଲ (ବଡ଼ ଖବର ବ୍ୟୁରୋ): ପୁଣି ବଢିଲା ବିଧାୟକ ସମ୍ବିତ ରାଉତରାୟଙ୍କ ଅଡୁଆ। ଜଗତସିଂହପୁର ଜିଲ୍ଲା ପାରାଦୀପ ନିର୍ବାଚନ ମଣ୍ଡଳୀର ବିଧାୟକ ସମ୍ବିତ ରାଉତରାୟଙ୍କ ବିରୋଧରେ କୁଜଙ୍ଗ ପରେ ରାହାମାରେ ଅସନ୍ତୁଷ୍ଟ ବିଜେଡି କର୍ମୀଙ୍କ ବିଶାଳ ସମାବେଶ। ସମ୍ବିତଙ୍କୁ ପ୍ରାର୍ଥୀ କଲେ ଦଳ ଛାଡି ବିକଳ୍ପ ପ୍ରାର୍ଥୀ ଦେବୁ ବୋଲି କହିଛନ୍ତି ଅସନ୍ତୁଷ୍ଟ ବିଜେଡି କର୍ମୀ । ଜଗତସିଂହପୁର ଜିଲ୍ଲା ପାରାଦୀପ ନିର୍ବାଚନ ମଣ୍ଡଳୀର ବିଜେଡି କନ୍ଦଳ ସହ ବିଜେଡି ବିଧାୟକ ସମ୍ବିତ ରାଉତରାୟଙ୍କ ବିରୋଧ ବଢ଼ିବାରେ ଲାଗିଛି।

ଆଜି ରାହାମା ଜିତ୍ ମଣ୍ଡପ ପରିସରରେ ପାରାଦୀପ ନିର୍ବାଚନ ମଣ୍ଡଳୀର ହଜାର ହଜାର ବିଜେଡି କର୍ମୀ ଓ ମହିଳାମାନଙ୍କ ଦ୍ୱାରା ଏକ ବିଶାଳ ସମାବେଶ କରାଯାଇଥିଲା । ଆଗାମୀ ନିର୍ବାଚନରେ ସମ୍ବିତ ରାଉତରାୟଙ୍କୁ ବିରୋଧ କରିବା ସହିତ ଟିକେଟ୍ ନ ଦେବା ପାଇଁ ମଞ୍ଚରେ ଉପସ୍ଥିତ ବିଜେଡି ନେତା ଦାବି ରଖିଥିଲେ । ବିଧାୟକ ସମ୍ବିତ ରାଉତରାୟଙ୍କୁ ଟିକେଟ ନମିଳିବା ପାଇଁ ମାଆ ତାରିଣୀଙ୍କୁ ନଡ଼ିଆ ପଠେଇଲେ ହଜାର ହଜାର ଅସନ୍ତୁଷ୍ଟ ବିଜେଡି କର୍ମୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ