Masthead

ରେଞ୍ଜରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଟିଟିଲାଗଡ଼ (ବଡ଼ ଖବର ବ୍ୟୁରୋ): ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସର ଚଢାଉ । ମୁରିଵାହାଲ ଫରେଷ୍ଟ ରେଞ୍ଜର ପ୍ରଶାନ୍ତ ନାୟକଙ୍କ ବାସଭବନରେ ଭିଜିଲାନ୍ସର ଚାରି ଜଣିଆ ଟିମର ଚଢ଼ାଉ । ଟିଟିଲାଗଡସ୍ଥିତ ବାସଭବନ ଏବଂ ମୁରିଵାହାଲସ୍ଥିତ କାର୍ୟ୍ୟାଳୟରେ ଏକ ସଙ୍ଗେ ଚଢାଉ ଜାରି ରହିଛି। ଭିଜିଲାନ୍ସର ବଲାଙ୍ଗୀର, ସମ୍ବଲପୁର, ସୋନପୁର ଏବଂ ବରଗଡ଼ ଏକ ସ୍ପେସାଲ ସ୍କ୍ୱାର୍ଡ ଆଜି ଟିଟିଲାଗଡ ହାଟପଦାପଡ଼ାସ୍ଥିତ ରେଞ୍ଜର ପ୍ରଶାନ୍ତ ନାୟକଙ୍କ ବାସଭବନରେ ଚଢ଼ାଉ ଜାରି ରଖିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ