Masthead

ମମତାଙ୍କ ବିପକ୍ଷରେ ପ୍ରାର୍ଥୀ ନଦେବାକୁ ଟିଏମସିର ପରାମର୍ଶ

କୋଲକାତା(ବଡ଼ ଖବର ବ୍ୟୁରୋ): ସାରା ଦେଶର ନଜର ବର୍ତ୍ତମାନ ପଶ୍ଚିମବଙ୍ଗ ଉପରେ ରହିଛି । ଏହା ମଧ୍ୟରେ ପଶ୍ଚିମବଙ୍ଗ ଉପ-ନିର୍ବାଚନର ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ । ନନ୍ଦିଗ୍ରାମରୁ ଶୁଭେନ୍ଦୁ ଅଧିକାରୀଙ୍କ ଠାରୁ ହାରିବା ପରେ ମମତା ଏଥର ନିଜର ପାରମ୍ପରିକ ଆସନ ଭବାନୀପୁରରୁ ନିର୍ବାଚନ ଲଢିବେ ।

ଏ ପରିସ୍ଥିତିରେ ବିଜେପିକୁ ପରାମର୍ଶ ଦେଇଛି ଟିଏମସି । ତେବେ ଭବାନୀପୁର ସିଟରୁ ଏକ ତରଫା ବିଜୟ ହାସଲ କରିବାକୁ ଯାଉଥିବା ବେଳେ ବିଜେପି ସେଠାରେ ପ୍ରାର୍ଥୀ ଦେଇ ଅଯଥା ଟଙ୍କା ବରବାଦ ନକରିବା ପାଇଁ ଟିଏମସି ପରାମର୍ଶ ଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ