Masthead

ଟିଏମସି ନେତା ସତ୍ୟନଙ୍କୁ ଗୁଳି କରି ହତ୍ୟା

କୋଲକାତା (ବଡ଼ ଖବର ବ୍ୟୁରୋ): ଅଜଣା ଦୁବୃର୍ତ୍ତଙ୍କ ଗୁଳିରେ ତୃଣମୂଳ କଂଗ୍ରେସ ନେତା ସତ୍ୟନ ଚୌଧୁରୀ ନିହତ । ପଶ୍ଚିମବଙ୍ଗର ବହରମପୁର ଅଞ୍ଚଳରେ ରବିବାର ଏହି ହତ୍ୟାକାଣ୍ଡ ଘଟିଛି। ସତ୍ୟନ ମୁର୍ସିଦାବାଦ ଦଳର ସାଧାରଣ ସମ୍ପାଦକ ଥିଲୋ ଗୁଳି ବାଜିବା ପରେ ସତ୍ୟନଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲ ନିଆଯାଇଥିଲା ।

ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ସ୍ଥାନୀୟ ଟିଏମ୍‌ସି ନେତାଙ୍କ କହିବା ଅନୁଯାୟୀ କେତେଜଣ ଦୁର୍ବୃତ୍ତ ବାଇକରେ ଆସି ସତ୍ୟନଙ୍କୁ ଅତି ନିକଟରୁ ଗୁଳି କରିଥିଲେ। ଯାହାକୁ ନେଇ ପୋଲିସ ହତ୍ୟା ମାମଲା ରୁଜୁ କରି ତଦନ୍ତ ଚଳାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା